!!! ଗଞ୍ଜାମ୍ ଜିଲ୍ଲା ଛତ୍ରପୁର ରୁ ଉପଖଣ୍ଡ ପ୍ରତିନିଧି ପବିତ୍ର କୁମାର ରାଉତ ଙ୍କ ରିପୋର୍ଟ୍ !!!

ଏଥର ସମ୍ଭାଳ (ବୁଗୁଡ଼ା) – ବୁଗୁଡା ବ୍ଲକ ଅନ୍ତର୍ଗତ ବୁଦ୍ଧଖୋଲ କଲ୍ୟାଣ ମଣ୍ଡପ ଠାରେ ମାଣିତରା ଗ୍ରାମ ପଞ୍ଚାୟତ ବିଜୁ ଜନତା ଦଳର ସକ୍ରିୟ କର୍ମୀମାନଙ୍କୁ ନେଇ ସାଙ୍ଗଠନିକ ବୈଠକ ଅନୁଷ୍ଠିତ ହୋଇଯାଇଛି।ମାନ୍ୟବର ବିଧାୟକ ପୋଲସରା ଶ୍ରୀକାନ୍ତ ସାହୁ ଯୋଗ ଦେଇ ଦଳର ସାଙ୍ଗଠନିକ ସୁଦୃଢ଼ତା ଓ ଉନ୍ନୟନ ମୂଳକ କାର୍ଯ୍ୟ ବିଷୟରେ ଆଲୋଚନା କରିଛନ୍ତି।ଜିଲ୍ଲା ପରିଷଦ,ସମିତିସଭ୍ୟ ଓ ଦଳର କର୍ମକର୍ତ୍ତା ମାନେ ଉପସ୍ଥିତ ଥିଲେ।

LEAVE A REPLY

Please enter your comment!
Please enter your name here