ଭତ୍ତା ବଣ୍ଟନ ବେଳେ ମୁଖ୍ୟମନ୍ତ୍ରୀଙ୍କ ଫଟୋ ଓ ବ୍ୟାନର ଲଗାଇବାକୁ ନିର୍ଦ୍ଦେଶ….!
ଏଥର ସମ୍ଭାଳ ବ୍ୟୁରୋ(ଭୁବନେଶ୍ୱର)- ଜାତୀୟ ସାମାଜିକ ସୁରକ୍ଷା କାର୍ଯ୍ୟକ୍ରମ ଓ ମଧୁବାବୁ ପେନସନ୍ ଯୋଜନାରେ ମାସିକ ଭତ୍ତା ବଂଟନ ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସନ୍ଦେଶ ଥିବା ବ୍ୟାନର ନିଶ୍ଚତ ଲଗାଇବାକୁ ରାଜ୍ୟ ସରକାର...
ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପାଳନ କରୁନାହାନ୍ତି ରାଜ୍ୟ ସରକାର…!
ଏଥର ସମ୍ଭାଳ ବ୍ୟୁରୋ(ଭୁବନେଶ୍ୱର)- ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କ ପାଇଁ ସ୍କୁଲ୍ରେ ସ୍ପେଶାଲ ଏଜୁକେଟର ନିଯୁକ୍ତି ଦେବାକୁ ଗତବର୍ଷ ନିର୍ଦ୍ଦେଶ ଦେଇଥିଲେ ସୁପ୍ରିମକୋର୍ଟ। ହେଲେ ଆଜି ପର୍ଯ୍ୟନ୍ତ ରାଜ୍ୟ ସରକାର କୋର୍ଟଙ୍କ ନିର୍ଦ୍ଦେଶ ପାଳନ କରିନାହାନ୍ତି।...
ରାଜ୍ୟ ସରକାରଙ୍କ ଦୁର୍ନୀତି ଓ ଅପାରଗତାକୁ କେନ୍ଦ୍ରରେ ଉଠାଇବ ବିଜେପି
ଏଥର ସମ୍ଭାଳ ବ୍ୟୁରୋ(ଭୁବନେଶ୍ୱର)- ସିଏଜି ରିପୋର୍ଟକୁ ନେଇ ରାଜ୍ୟ ସରକାରଙ୍କୁ କଡ଼ା ଭର୍ତ୍ସନା କରିଛି ବିଜେପି। ମୁଖ୍ୟତଃ ଜଙ୍ଗଲ, ପୂର୍ତ୍ତ, ଜଳସଂପଦ ଓ ଖଣି ବିଭାଗରେ ବ୍ୟାପକ ଦୁର୍ନୀତି ହୋଇଥିବା ଅଭିଯୋଗ ହୋଇଛି।...
ଦରବୃଦ୍ଧି : ୫ରେ କଂଗ୍ରେସର ରାଜଭବନ ଘେରାଉ, ବିଜେପି କହିଲା ନାଟକବାଜି
ଏଥର ସମ୍ଭାଳ ବ୍ୟୁରୋ (ଭୁବନେଶ୍ଵର) - ଖାଦ୍ୟସାମଗ୍ରୀର ଆକାଶଛୁଆଁ ଦରବୃଦ୍ଧି, ବେକାରୀ ସମସ୍ୟା, ମନଇଛା ଜିଏସଟି ଓ ଅଗ୍ନିପଥ ଯୋଜନା ଲାଗୁ ପ୍ରତିବାଦରେ ଆସନ୍ତା ୫ ତାରିଖ ଶୁକ୍ରବାର ରାଜଭବନ ଘେରାଉ କରାଯିବ...
ରାଷ୍ଟ୍ରପତି ଙ୍କୁ ଭେଟିଲେ ଓ ଉପହାର ଦେଲେ ଓଡ଼ିଶାର ବିଧାୟକ ।
ଏଥର ସମ୍ଭାଳ ବ୍ୟୁରୋ (ଦିଲ୍ଲୀ) - ଭାରତର ମହାମହିମ ରାଷ୍ଟ୍ରପତିଙ୍କୁ ଭେଟିଲେ ଓଡ଼ିଶାର ବିଧାୟକ। ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କୁ ଆଜି ରାଷ୍ଟ୍ରପତି ଭବନରେ ସାକ୍ଷତ କରିଛନ୍ତି ବାଚସ୍ପତି ବିକ୍ରମ କେଶରୀ ଆରୁଖଙ୍କ ସମେତ...
ରାଜଧାନୀରେ ଝୁଲି ପଡ଼ିଲେ ପୁଣି ଜଣେ ଯୁବତୀ .
ଏଥର ସମ୍ଭାଳ ବ୍ୟୁରୋ (ଭୁବନେଶ୍ଵର) - ରାଜଧାନୀ ଭୁବନେଶ୍ୱରରେ ପୁଣି ଜଣେ ଯୁବତୀଙ୍କ ଆତ୍ମହତ୍ୟା। ଯୁବତୀ ଜଣକ ନୂଆପଲ୍ଲୀ ଅଞ୍ଚଳରେ ଏକ ଭଡ଼ା ଘରେ ରଶି ଲଗାଇ ଆତ୍ମହତ୍ୟା କରିଥିବା ଅଭିଯୋଗ ହେଉଛି। ମୃତ...
ଆଇଏଏସ ସ୍ତରରେ ବଦଳି ….!
ଏଥର ସମ୍ଭାଳ ବ୍ୟୁରୋ(ଭୁବନେଶ୍ୱର)- ରାଜ୍ୟ ସରକାର ଆଜି ଆଇଏଏସସ୍ତରରେ ଅଦଳବଦଳ କରିଛନ୍ତି । କେନ୍ଦ୍ରୀୟ ଡେପୁଟେସନରୁ ଫେରିଥିବା ଆଇଏଏସ୍ ଅରବିନ୍ଦ ପାଢ଼ୀଙ୍କୁ କୃଷି ଓ କୃଷକ କଲ୍ୟାଣ ବିଭାଗର ପ୍ରମୁଖ ସଚିବ ଏବଂ...
ଜୟନାରାୟଣଙ୍କ ନିଯୁକ୍ତି ପରେ ରାଜ୍ୟରେ ବଦଳିବ କି ବିଜେପିର ରଣନୀତି ?
ଏଥର ସମ୍ଭାଳ ବ୍ୟୁରୋ(ଭୁବନେଶ୍ୱର)- ଦୀର୍ଘଦିନ ଧରି ଅସୁସ୍ଥ ଥିବା ପ୍ରଦୀପ୍ତ କୁମାର ନାଏକଙ୍କୁ ବିଜେପି ହଟାଇ ବରିଷ୍ଠ ନେତା ଜୟନାରାୟଣ ମିଶ୍ରଙ୍କୁ ଓଡ଼ିଶାରେ ବିରୋଧୀ ଦଳ ନେତା ପଦରେ ଆସୀନ କରାଇଛି । ଆଗାମୀ...
ଜୟନାରାୟଣ ମିଶ୍ର ନୂଆ ବିରୋଧୀ ଦଳ ନେତା…!
ଏଥର ସମ୍ଭାଳ ବ୍ୟୁରୋ(ଭୁବନେଶ୍ୱର)- ବିରୋଧୀ ଦଳ ନେତା ହେଲେ ସମ୍ୱଲପୁର ବିଧାୟକ ଜୟନାରାୟଣ ମିଶ୍ର। ଆଜି ରାଜ୍ୟ ବିଜେପି ପକ୍ଷରୁ ତାଙ୍କୁ ଦଳର ବିଧାୟକ ଦଳ ନେତା ଭାବେ ଘୋଷଣା କରାଯାଇଛି। ବିଜେପିର ଓଡ଼ିଶା...
ବିଧାନସଭାରେ ବ୍ୟୟମଞ୍ଜୁରୀ ବିଲ୍ ପାରିତ…!
ଏଥର ସମ୍ଭାଳ ବ୍ୟୁରୋ(ଭୁବନେଶ୍ୱର)- ଶନିବାର ବିଧାନସଭାରେ ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ୨ଲକ୍ଷ କୋଟି ଟଙ୍କାର ବଜେଟ୍ ବ୍ୟୟବରାଦ ସଂକ୍ରାନ୍ତ ବ୍ୟୟମଞ୍ଜୁରୀ ବିଲ୍ ପାରିତ ହୋଇଛି। ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଶନିବାର ବିଧାନସଭାରେ ବ୍ୟୟମଞ୍ଜୁରୀ...